Revelation 18:12 — Compare Translations
6 translations compared side by side
Odia - 1840
"ସମାନେେ ସୁନା, ରୂପା, ମୂଲ୍ଯବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରେତ୍ୟକକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ଯବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥର ରେ ନିର୍ମିତ ଶିଳ୍ପ, ଦ୍ରବ୍ଯ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବସ୍ତ୍ର, ପଟ୍ଟବସ୍ତ୍ର, ସିନ୍ଦୂରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତିଦନ୍ତର ସର୍ବପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସୁନା, ରୂପା, ମୂଲ୍ୟବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରତ୍ୟେକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠ ଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ୟବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥରରେ ନିର୍ମିତ ଶିଳ୍ପଦ୍ରବ୍ୟ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,
Odia IRV 2017 (ଓଡିଆ ବାଇବେଲ)
ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ବସ୍ତ୍ର, ପଟୁବସ୍ତ୍ର, ସିନ୍ଦୁରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର (ମାର୍ବଲ୍) ନିର୍ମିତ ସମସ୍ତ ପ୍ରକାର ବସ୍ତୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆತ್ತಾ, ಕೊನ್ಬಿ ಸೊನೆ, ಚಾಂದಿ, ಮೊತಿಯಾ ಅನಿ ಕಿಮ್ತಿಚೆ ಪೊಡೆ, ಲೈ ಕಿಮ್ತಿಚೊ ಕಪ್ಡೊ, ಜಾಂಬ್ಳೆ, ರೆಶ್ಮಿ ಅನಿ ತಾಂಬ್ಡೆ ಗುಂಜ್ಲೆ ಕಪ್ಡೆ; ಸಗ್ಳ್ಯಾ ರಿತಿಚಿ ಬರಿ ವಾಸ್ ಯೆತಲೆ ಝಾಡಾಂಚೆ ತುಕ್ಡೆ, ಅನಿ ದಾತಾನಿ ಕರಲ್ಲಿ ಕಿಮ್ತಿಚಿ ನಾಕ್ಡಾ, ತಾಂಬ್ಯಾ, ಲೊಂಗ್ಟಾಚಿ, ಅನಿ ಚಂದ್ರಕಾಂತಿ ಗುಂಡೆ.