Revelation 18:13 — Compare Translations
6 translations compared side by side
Odia - 1840
"ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ଯ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମଷେ, ଘୋଡ଼ା, ରଥ, ଏବଂ ମନୁଷ୍ଯମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ଯବସାଯୀମାନେ କାନ୍ଦିବେ ଓ କହିବେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରୁଚିନି, ସୁଗନ୍ଧି ଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ଵ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ ।
Odia Bible ERV 2004 (ପବିତ୍ର ବାଇବଲ)
ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।
Odia IRV 2017 (ଓଡିଆ ବାଇବେଲ)
ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾಲ್ಚಿನಿ, ಮಸಾಲೊ, ಧುಪ್, ರಗಾತ್ಬೊಳ್, ಬರಿ ವಾಸ್ ಯೆತಲಿ ತೆಲಾ, ಬರಿ ವಾಸ್ ಯೆತಲೊ ಸಾಂಬಾರ್, ಅನಿ, ವಾಯ್ನ್ ಅನಿ ಜೈತುನಾಚೆ ತೆಲ್, ದಳಲ್ಲೆ ಪಿಟ್ಟ್ ಅನಿ ಘವ್; ಗೊರಾ, ಬಕ್ರಿ, ಘೊಡ್ಕಿ ಅನಿ ರಥಾ ಮಾನ್ಸಾಕ್ ಸೈತ್ ಗುಲಾಮ್ ಕರುನ್ ತೆಂಚೆಕ್ನಾ ಇಕಾತ್ ಘೆಯ್ನ್ಯಾತ್.