Revelation 18:14 — Compare Translations

7 translations compared side by side

Odia - 1840
" ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଚାହୁଁଥିଲ, ସେସବୁ ତୁମ୍ଭଠାରୁ ଚାଲିଯାଇଛି। ତୁମ୍ଭର ସବୁ ସୌଖିନ ଓ ମ ନୋହରୀ ଦ୍ରବ୍ଯମାନ ତୁମ୍ଭଠାରୁ ଉଭଇେ ଯାଇଛି। ତୁମ୍ଭେ ସେସବୁ ଆଉ କବେେ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୋହର ପ୍ରାଣର ଅଭିଳଷିତ ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି ସମସ୍ତ ସୁସ୍ଵାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସାୟୀମାନେ ତାକୁ କହିବେ: “ତୁମର ଅଭିଳଷିତ ସମସ୍ତ ଉତ୍ତମ ଦ୍ରବ୍ୟ ଉଭେଇ ଯାଇଛି ଏବଂ ତୁମର ଧନ ସମ୍ପତ୍ତିର ଚାକଚକ୍ୟ ଆଉ ନାହିଁ। ତୁମେ ସେଗୁଡ଼ିକୁ ଆଉ କେବେ ଫେରି ପାଇବ ନାହିଁ!”
Odia Bible ERV 2004 (ପବିତ୍ର ବାଇବଲ)
‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ, ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି। ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି। ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହରବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾಪಾರಾಚಿ ಲೊಕಾ ತಿಕಾ,“ತಿಯಾ ಆಶ್ಯಾ ಕರಲ್ಲಿ ತುಜಿ ಸಗ್ಳಿ ಸಾಮಾನಾ ನಾ ಹೊವ್ನ್ ಗೆಲಿ, ಅನಿ ಸಗ್ಳೆ ತುಜೆ ಬದಿಕ್ ಅನಿ ಉಜ್ವೊಡ್ ಸಗ್ಳೆ ನಾಸ್ ಹೊವ್ನ್ ಗೆಲೆ, ಅನಿ ಫಿಡೆ ತಿ ತುಕಾ ಕನ್ನಾಬಿ ಗಾವಿನ್ಯಾತ್!” ಮನ್ತ್ಯಾತ್.