Revelation 18:15 — Compare Translations

7 translations compared side by side

Odia - 1840
"ବ୍ଯବସାଯୀମାନେ ତା'ର ଦୁଃଖ ୟନ୍ତ୍ରଣା ଦେଖି ଭୟ କରିବେ ଓ ତା'ଠାରୁ ବହୁ ଦୂର ରେ ଠିଆ ହବେେ। ସହେି ଲୋକମାନେ ତାହାକୁ ସହେି ମୂଲ୍ଯବାନ୍ ଜିନିଷ ବିକ୍ରିକରି ଧନୀ ହାଇେଥିଲେ। ତେଣୁ ସମାନେେ କାନ୍ଦିବେ ଓ ଦୁଃଖ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ଵାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବ୍ୟବସାୟୀମାନେ ସେହି ନଗରରେ ବାଣିଜ୍ୟ କରି ଧନବାନ ହୋଇଥିଲେ, ସେମାନେ ତାହାର ଦୁଃଖଭୋଗରେ ଅଂଶୀ ହେବାକୁ ଭୟ କରି ବହୁ ଦୂରରେ ଠିଆହୋଇ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
“ବ୍ୟବସାୟୀମାନେ ତା’ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା’ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಾರಾತ್ ಯಾವಾರ್ ಕರುನ್ ಸಾವ್ಕಾರ್ ಹೊಲ್ಲಿ ಲೊಕಾ ಧುರುಚ್ ಇಬೆ ರ್‍ಹಾತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತಿಚ್ಯಾ ಕಸ್ಟಾತ್ ಭಾಗ್ ಘೆವ್ಕ್ ತೆನಿ ಭಿಂಯಾಲೆ. ತೆನಿ ರಡ್ತ್ಯಾತ್ ಅನಿ ಮರಗ್ತ್ಯಾತ್.