Revelation 18:16 — Compare Translations
7 translations compared side by side
Odia - 1840
"ସମାନେେ କହିବେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ଓ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଶୋକ କରି କହିବେ, “ହାୟ! ମହାନଗରୀର ଅବସ୍ଥା ଏବେ କେଡ଼େ ଭୟଙ୍କର, କେଡ଼େ ଶୋଚନୀୟ! ସେ ସୂକ୍ଷ୍ମ ବସ୍ତ୍ର, କୃଷ୍ଣ ଲୋହିତ ଓ ସିନ୍ଦୁର ବର୍ଣ୍ଣ ବସ୍ତ୍ରପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିବେ: ‘ହେ ମହାନଗରୀ! ଭୟାନକ! ତୁମ୍ଭ ପାଇଁ ଏହା କେତେ ଭୟାନକ: ଯେଉଁ ମହାନଗରୀ ସୂକ୍ଷ୍ମ ରେଶମ, ବାଇଗଣି ଓ ଘନଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା, ସୁନା, ମଣି ଓ ମୁକ୍ତାରେ ଝଟକୁଥିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।
Odia IRV 2017 (ଓଡିଆ ବାଇବେଲ)
ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ,“ಕಸ್ಲಿ ಹಿ ಗತ್! ಕವ್ಡೊ ಮೊಟೊ ಹ್ಯೊ ಕಸ್ಟ್ ಹ್ಯಾ ಮೊಟ್ಯಾ ಶಾರಾಚೊ! ತಿ ಮ್ಹೊವ್ಲೆ ಕಿಮ್ತಿಚೆ, ಜಾಂಬ್ಳೆ, ತಾಂಬ್ಡೆ ಗುಂಜ್ಲೆ ಕಪ್ಡೆ ನೆಶಿ, ಅನಿ ಸೊನ್ಯಾಚ್ಯಾ, ಕಿಮ್ತಿಚ್ಯಾ ಗುಂಡ್ಯಾಂಚ್ಯಾ, ಅನಿ ಮೊತಿಯಾಂಚ್ಯಾ ವಸ್ತಾನಿ ಶಿಂಗಾರ್ ಕರುನ್ ಘೆಯ್!