Revelation 18:17 — Compare Translations

7 translations compared side by side

Odia - 1840
"ଘଣ୍ଟାକ ମଧିଅରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରିଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ଵଂସ ହୋଇଗଲା । ଆଉ ପ୍ରତ୍ୟେକ ପୋତାଧ୍ୟକ୍ଷ ଓ ଜଳପଥରେ ଗତାୟାତକାରୀ ପ୍ରତ୍ୟେକ ଲୋକ ପୁଣି ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇଣଯିଶା. ୨୩:୧୪
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଗୋଟିଏ ଘଣ୍ଟା ମଧ୍ୟରେ ସେ ଏହି ସମସ୍ତ ସମ୍ପଦ ହରାଇଲା।” ଜାହାଜମାନଙ୍କର କାପ୍ତାନ, ଯାତ୍ରୀ, ନାବିକ ଓ ସମୁଦ୍ର ବ୍ୟବସାୟୀମାନେ ବହୁ ଦୂରରେ ଠିଆହେଲେ
Odia Bible ERV 2004 (ପବିତ୍ର ବାଇବଲ)
ଘଣ୍ଟାକ ମଧ୍ୟରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରି ଦିଆଗଲା।’ “ସମସ୍ତ ସମୁଦ୍ର କପ୍ତାନ, ସମୁଦ୍ର ଯାତ୍ରୀ, ନାବିକ, ନୌବାଣିଜ୍ୟ କରୁଥିବା ସମସ୍ତ ଲୋକ ବାବିଲଠାରୁ ଦୂରରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
Odia IRV 2017 (ଓଡିଆ ବାଇବେଲ)
କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା। ଆଉ ପ୍ରତ୍ୟକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕುಚ್ ಎಕ್ ತಾಸಾತ್ ತಿಚಿ ಹಿ ಸಗ್ಳಿ ಅಸ್ತಿ ಕಳ್ದುನ್ ಘೆಟ್ಲಿನ್!” ಮನ್ತ್ಯಾತ್. ಸಗ್ಳ್ಯಾ ಮೊಟ್ಯಾ ಮೊಟ್ಯಾ ಢೊನಿಯಾ ಚಾಲ್ವುತಲ್ಯಾಂಚಿ ಮುಖಂಡಾ, ಅನಿ ತ್ಯಾತುರ್ನ್ನಾ ಫಿರುನ್ ಖೆಳ್ತಲಿ ಲೊಕಾ, ಢೊನ್ ಚಾಲ್ವುತಲೆ ಲೊಕಾ, ಅನಿ ಸಮುಂದರಾಚ್ಯಾ ವೈನಾ ಜಿವನ್ ಕರ್ತಲಿ ಸಗ್ಳಿ ಲೊಕಾ, ಧುರುಚ್ ಇಬೆ ರ್‍ಹಾತ್ಯಾತ್.