Revelation 18:20 — Compare Translations
7 translations compared side by side
Odia - 1840
"ହେ ସ୍ବର୍ଗ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ଵର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ସ୍ୱର୍ଗଲୋକ! ସେ ଧ୍ୱଂସ ପାଇ ଥିବାରୁ ଆନନ୍ଦ ଉଲ୍ଲାସ କର। ହେ ସାଧୁବୃନ୍ଦ; ପ୍ରେରିତଶିଷ୍ୟ ଓ ଭାବବାଦୀଗଣ! ଉଲ୍ଲସିତ ହୁଅ, କାରଣ ତୁମ୍ଭମାନଙ୍କ ପ୍ରତି ସେ ଯାହା କରିଥିଲା, ସେଥିପାଇଁ ଈଶ୍ୱର ତାକୁ ଶାସ୍ତି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟଦ୍ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾ ತಿಚ್ಯಾ ನಾಸಾಸಾಟ್ನಿ ಖುಶಿ ಹೊ! ದೆವಾಚ್ಯಾ ಲೊಕಾನು, ಅಪೊಸ್ತಲಾನು ಅನಿ ಪ್ರವಾದ್ಯಾನು, ಖುಶಿ ಹೊವಾ! ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ತುಮ್ಕಾ ಕರಲ್ಲ್ಯಾ ಸಗ್ಳ್ಯಾ ಕಾಮಾಂಚ್ಯಾ ತಕ್ ದೆವಾನ್ ತಿಕಾ ಶಿಕ್ಷಾ ದಿಲ್ಯಾನಾಯ್!