Revelation 18:21 — Compare Translations
7 translations compared side by side
Odia - 1840
"ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଜଣେ ପ୍ରବଳ ପ୍ରତାପୀ ଦୂତ ଚକି ପରି ଗୋଟିଏ ବୃହତ୍ ଶିଳାଖଣ୍ଡ ନେଇ ସମୁଦ୍ରରେ ନିକ୍ଷେପ କଲେ ଓ କହିଲେ, “ମହାନଗରୀ ବାବିଲନ୍ ଏହିପରି ଭାବରେ ନିକ୍ଷିପ୍ତ ହେବ ଓ ତାକୁ ଆଉ କେହି କେବେ ଦେଖି ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ: “ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ। ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ ಘಟ್ಮುಟ್ ದೆವಾಚ್ಯಾ ದುತಾನ್ ಎಕ್ ಮೊಟ್ಯಾ ದಳ್ತಲ್ಯಾ ಗುಂಡ್ಯಾ ಸರ್ಕೊ ಎಕ್ ಮೊಟೊ ಗುಂಡೊ ಉಕ್ಲುನ್ ಘೆಟ್ಲ್ಯಾನ್, ಅನಿ ಸಮುಂದರಾಚ್ಯಾ ವರ್ತಿ ಟಾಕುನ್ ಅಸೆ. “ಅಸೆಚ್ ಬಾಬಿಲೊನ್ ಶಾರಾಕ್ ಕಟೊರ್ ರಿತಿನ್ ಖಾಲ್ತಿ ಟಾಕುನ್ ಹೊತಾ ಅನಿ ಅನಿಫಿಡೆ ತೆ ಕನ್ನಾಚ್ ಬಗುಕ್ ಗಾವಿನಾ” ಮಟ್ಲ್ಯಾನ್.