Revelation 18:22 — Compare Translations
7 translations compared side by side
Odia - 1840
"ତୋ'ଠା ରେ କହେି ହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ଯୟନ୍ତ୍ର ଶୁଣିବେ ନାହିଁ। ତୋ'ଠା ରେ କୌଣସି ଶିଳ୍ପର କାରିଗରମାନେ ଆଉ ଦଖାେଯିବେ ନାହିଁ। ତୋ'ଠା ରେ ଚକିପଷୋର ଶବ୍ଦ ଆଉ କବେେ ହେଲେ ଶୁଣାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକ-ମାନଙ୍କର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
କି ବୀଣା, କି କଣ୍ଠସଙ୍ଗୀତ, ବଂଶୀ ବା ତୂରୀଧ୍ୱନି, କେବେ ଆଉ ତୋ’ ମଧ୍ୟରେ ଶୁଣାଯିବ ନାହିଁ। କୌଣସି ଶିଳ୍ପୀ ବା କାରିଗର ତୋ’ ମଧ୍ୟରେ ଆଉ ଦେଖାଯିବେ ନାହିଁ; କିଅବା ଚକି ବେଷିବା ଶବ୍ଦ ଶୁଭିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ। ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ ଆଉ ଦେଖାଯିବେ ନାହିଁ। ତୋ’ଠାରେ ଚକିପେଷାର ଶବ୍ଦ ଆଉ କେବେ ହେଲେ ଶୁଣାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୁରୀବାଦକ ମାନଙ୍କର ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಾರ್ಪ್ ಮನ್ತಲ್ಯಾ ವಾಜಾಪಾಚೊ ಆವಾಜ್ ಅನಿ ಮಾನ್ಸಾಂಚಿ ಧನಾ, ಬಾರಿಕ್ಲೊ ಪಂವೊ ಅನಿ ಮೊಟ್ಯಾ ಪಂವ್ಯಾಚೊ ಅವಾಜ್ ತುಜ್ಯಾ ಭುತ್ತುರ್ ಅನಿ ಕನ್ನಾಚ್ ಆಯ್ಕೊ ಯೆಯ್ನಾ! ಕಸ್ಲೆಬಿ ಹೊಂವ್ದಿತ್ ಕಾಮ್ ಕರ್ತಲೊ ಎಕ್ಬಿ ಕಾಮ್ಗಾರಿ ತುಜ್ಯಾ ಭುತ್ತುರ್ ಗಾವಿನಾ; ಅನಿ ದಳ್ತಲ್ಯಾ ಮೊಟ್ಯಾ ಗುಂಡ್ಯಾಚೊ ಅವಾಜ್ ಅನಿಫಿಡೆ ಆಯ್ಕೊ ಯೆಯ್ನಾ!