Revelation 18:3 — Compare Translations

7 translations compared side by side

Odia - 1840
"ପୃଥିବୀର ସବୁ ଲୋକମାନେ ତା'ର ବ୍ଯଭିଚାର ପାପର ଓ ପରମେଶ୍ବରଙ୍କର କୋରଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ଯଭିଚାର ପାପ କାର୍ୟ୍ଯ କରିଛନ୍ତି। ସଂସାରର ବ୍ଯବସାଯୀମାନେ ତାହାର ଧନ ରେ ଧନବାନ୍ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜାତିସମୂହ ତାହାର ବ୍ୟଭିଚାରର କାମରୂପ ମଦିରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେ ସମଗ୍ର ମାନବ ଜାତିକୁ ତା’ର ତୀବ୍ର କାମୋଦ୍ଦୀପକ ସୁରା ପାନ କରାଇଛି, ପୃଥିବୀର ରାଜାମାନଙ୍କୁ ତା’ ସହିତ ବ୍ୟଭିଚାର ପାପରେ ଲିପ୍ତ କରାଇଛି, ଜଗତର ବ୍ୟବସାୟୀମାନେ ତାହାର ବିଳାସବ୍ୟସନ ହେତୁ ଧନବାନ ହୋଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ସବୁ ଲୋକମାନେ ତା’ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା’ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ದೆಶಾನಿ ತಿಚಿ ವಾಯ್ನ್ ಫಿಲ್ಯಾನಾತ್. ಜಗಾಚ್ಯಾ ಸಗ್ಳ್ಯಾ ರಾಜಾನಿ ತಿಚೆವಾಂಗ್ಡಾ ಬುರ್ಶೊ ಆಂಗಾಚೊ ಸಮ್ಮಂದ್ ಕರಲ್ಲ್ಯಾನಿ, ತಿಚ್ಯಾ ಪೊಜ್ಡ್ಯಾಪಾನಾಚ್ಯಾ ಕಾಮಾ ವೈನಾ ಹ್ಯಾ ಜಗಾತ್ಲಿ ಯಾಪಾರ್ ಕರ್ತಲಿ ಲೊಕಾ ಸಾವ್ಕಾರ್ ಹೊವ್ಕ್ ಲಾಗಲ್ಲಿ”. ಮನುನ್ ಬೊಬ್ ಮಾರ್‍ಲ್ಯಾನ್.