Revelation 18:4 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ସ୍ବର୍ଗରୁ ଆଉ ଏକ ସ୍ବର ଶୁଣିଲି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ସ୍ଵର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଳେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମୁଁ ଶୁଣିଲି, ସ୍ୱର୍ଗରୁ ଅନ୍ୟ ଗୋଟିଏ ବାଣୀ ଉଚ୍ଚାିତ ହେଉଛି:- “ମୋର ଲୋକମାନେ ସମସ୍ତେ ବାହାରି ଆସ। ତାହା ନିକଟରୁ ବାହାରି ଆସ! ତୁମ୍ଭେମାନେ ତା’ର ପାପରେ ଆଉ ଲିପ୍ତ ହୋଇ ରୁହ ନାହିଁ; ସେ ଯେଉଁ ଶାସ୍ତି ପାଇବ, ତହିଁର ଅଂଶୀଦାର ହୁଅ ନାହିଁ!
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି “ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ, ତୁମ୍ଭେମାନେ ବାହାରି ଆସିଲେ, ତା’ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸರ್‍ಗಾ ವೈನಾ ಅನಿಎಕ್ ಅವಾಜ್ ಮಿಯಾ ಆಯಿಕ್ಲೊ, ಮಾಜ್ಯಾ ಲೊಕಾನು ಭಾಯ್ರ್ ಯೆವಾ! ತಿಚೆಕ್ನಾ ಭಾಯ್ರ್ ಯೆವಾ! ತುಮಿ ತಿಚ್ಯಾ ಪಾಪ್ನಾತ್ನಿ ಭಾಗ್ ಘೆತಲೆ ನಕ್ಕೊ; ತಿಚ್ಯಾ ಶಿಕ್ಷೆತ್ ತುಮಿ ಭಾಗ್ ಘೆತಲೆ ನಕ್ಕೊ!