Revelation 18:5 — Compare Translations

7 translations compared side by side

Odia - 1840
"ସ୍ବର୍ଗ ଯେତେ ଉଚ୍ଚ, ତହାର ପାପକାର୍ୟ୍ଯ ସତେିକି ଉଚ୍ଚ ହେଲାଣି। ପରମେଶ୍ବର ତା'ର ଭୁଲ କାମଗୁଡ଼ିକ ଭୁଲି ନାହାଁନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାର ପାପରାଶି ସ୍ତୂପାକାର ହୋଇ ଆକାଶକୁ ଉଠିଛି। ତା’ର ପାପାଚରଣ ସବୁ ଈଶ୍ୱର ମନେ ରଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି। ପରମେଶ୍ୱର ତା’ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି। ସେ ତା’ର କୁକର୍ମ ସବୁ ମନେ ପକାଇଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାର ପାପରାଶୀ ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ୱର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಚಿ ಪಾಪಾ ಎಕಾ ವೈರ್ ಎಕ್ ಚಡುನ್ ಮಳ್ಬಾ ಪತರ್ ಜಾವ್ನ್ ಪಾವ್ಲ್ಯಾತ್, ಅನಿ ದೆವಾನ್ ತಿಚ್ಯಾ ಬುರ್ಶ್ಯಾ ಕಾಮಾಂಚಿ ಯಾದ್ ಕಾಡ್ಲ್ಯಾನಾಯ್.