Revelation 18:8 — Compare Translations

7 translations compared side by side

Odia - 1840
"ସେଥିପାଇଁ ଗୋଟିଏ ଦିନ ଭିତ ରେ ଏହି କ୍ଲେଶ ତାକୁ ଆକ୍ରମଣ କରିବ: ମୃତ୍ଯୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନି ରେ ଜଳିୟିବ, କାରଣ ପ୍ରଭୁ ପରମେଶ୍ବର ତା'ର ବିଚାର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଳେଶ, ଅର୍ଥାତ୍, ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ଵର ଶକ୍ତିମାର୍ନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ଏହି ସବୁ ପାପ ଲାଗି ରୋଗ, ଶୋକ, ଦୁର୍ଭିକ୍ଷ, ମହାମାରୀ ଦିନେ ତାକୁ ଏକା ସଙ୍ଗରେ ଆଘାତ କରିବ। ପୁଣି ସେ ଅଗ୍ନିରେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। କାରଣ ତା’ର ଯେ ବିଚାର କରୁଛନ୍ତି, ସେହି ପ୍ରଭୁ ଈଶ୍ୱର ମହାପରାକ୍ରମଶାଳୀ।”
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ: ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନିରେ ଜଳିଯିବ, କାରଣ ପ୍ରଭୁ ପରମେଶ୍ୱର ତା’ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ୱର ଶକ୍ତିମାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಕಾ ಲಾಗುನ್ ತರಾಸ್, ರೊಗ್, ಕಸ್ಟ್ ಅನಿ ಬರ್‍ಗಾಲ್ ಸಗ್ಳೆ ಎಕುಚ್ ದಿಸಿ ತಿಚೆ ವರ್ತಿ ಯೆತಾ. ಅನಿ ತಿ ಆಗಿತ್ ಜಳುನ್ ಜಾತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತಿಚಿ ನಿರ್ನಯ್ ಕರ್ತಲೊ ಸರ್ವೆಸ್ವರ್ ದೆವ್ ಲೈ ಮೊಟೊ.