Revelation 18:9 — Compare Translations

7 translations compared side by side

Odia - 1840
"ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ଯେଉଁ ରାଜାମହାରାଜାମାନେ ତା’ ସହିତ ବ୍ୟଭିଚାର ଓ ପାପାଚରଣ କରିଥିଲେ, ସେମାନେ ତା’ର ଦଗ୍ଧ ହେଉଥିବା ଶରୀରରୁ ଉତ୍ଥିତ ଧୂମ ଦେଖି କ୍ରନ୍ଦନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା’ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା’ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;
Odia IRV 2017 (ଓଡିଆ ବାଇବେଲ)
ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಕಾ ಜಾಳ್ವುತಲ್ಯಾ ರಕ್ಕೆಕ್ ಅನಿ ಡುಕ್ಟಾಕ್ ಬಗುನ್ ತಿಚ್ಯಾ ವಾಂಗ್ಡಾ ಬುರ್ಶೊ ಸಮಂದ್ ಕರುನ್ ಘೆವ್ನ್ ಹೊತ್ತೆ ಹ್ಯಾ ಜಗಾಚೆ ರಾಜಾ ತ್ಯಾ ಶಾರಾಸಾಟ್ನಿ ರಡ್ತ್ಯಾತ್, ಅನಿ ಮರಗ್ತ್ಯಾತ್.