Revelation 19:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗବାସୀମାନଙ୍କର ପରମେଶ୍ୱରଙ୍କୁ ପ୍ରଶଂସା ତା’ପରେ ମୁଁ ସ୍ୱର୍ଗରେ ଅନେକ ଲୋକମାନଙ୍କର ସ୍ୱର ଭଳି ଏକ ସ୍ୱର ଶୁଣିଲି। ସେମାନେ କହୁଥିଲେ: “ହାଲ୍ଲିଲୂୟା! ବିଜୟ, ମହିମା ଓ କ୍ଷମତା ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ಸರ್ಗಾತ್ ಎಕ್ ಮೊಟ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಬೊಬೆ ಸರ್ಕೊ ಅವಾಜ್ ಮಾಕಾ ಆಯ್ಕೊ ಯೆಲೊ. ತೆನಿ, “ಹಲ್ಲೆಲುಯಾ! ಸುಟ್ಕಾ, ಮಹಿಮಾ ಅನಿ ಬಳ್ ಅಮ್ಚ್ಯಾ ದೆವಾಕ್ ಸಮಂದ್ ಪಡಲ್ಲಿ ಹಾಯ್!”