Revelation 19:11 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଦେଖିଲି, ସ୍ୱର୍ଗଦ୍ୱାର ଉନ୍ମୁକ୍ତ ଓ ସେଠାରେ ଏକ ଶ୍ୱେତ ବର୍ଣ୍ଣ ଅଶ୍ୱ। ତାହାର ଆରୋହୀ ବିଶ୍ୱସ୍ତ ଓ ସତ୍ୟ ନାମରେ ପରିଚିତ। ତାଙ୍କ ବିଚାର ନ୍ୟାୟପର ଓ ସେ ଧର୍ମଯୁଦ୍ଧରେ ନିୟୋଜିତ।
Odia Bible ERV 2004 (ପବିତ୍ର ବାଇବଲ)
ଶ୍ୱେତ ଅଶ୍ୱର ଆରୋହୀ ତା’ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸರ್ಗ್ ಉಗಡಲ್ಲೆ ಮಿಯಾ ಬಗಟ್ಲೊ, ಥೈ ಎಕ್ ಫಾಂಡ್ರೆ ಘೊಡ್ಕೆ ಹೊತ್ತೆ. ತೆಚೆ ವರ್ತಿ ಸವಾರಿ ಕರ್ತಲ್ಯಾಕ್ ವಿಶ್ವಾಸಾಚೊ ಅನಿ ಖರೊ ಮನುನ್ ಬಲ್ವುತ್ಯಾತ್; ತೊ ನ್ಯಾಯ್‍ನಿತಿನ್ ನಿರ್ನಯ್ ಕರ್‍ತಾ ಅನಿ ಅಪ್ನಾಚ್ಯಾ ಮಾರಾಮಾರಿಯಾ ಖೆಳ್ತಾ.