Revelation 19:12 — Compare Translations
7 translations compared side by side
Odia - 1840
"ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଚକ୍ଷୁ ଅଗ୍ନି ଶିଖାପରି ଓ ତାଙ୍କ ମସ୍ତକରେ ଅନେକ ମୁକୁଟ ଥିଲା। ତାଙ୍କ ଉପରେ ଏକ ନାମ ଲେଖା ଯାଇଥିଲା, କିନ୍ତୁ ତାହା କଅଣ, ତାଙ୍କ ବ୍ୟତୀତ ଆଉ କେହି ଜାଣନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କର ଚକ୍ଷୁ ଦୁଇଟି ଜ୍ୱଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନେକ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳରେ ଗୋଟିଏ ନାମ ଲେଖା ଯାଇଥିଲା, କିନ୍ତୁ ତାହାଙ୍କ ବ୍ୟତୀତ ଅନ୍ୟ କେହି ସେ ନାମ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆ ಡೊಳೆ ಆಗಿ ಸರ್ಕೆ ಹೊತ್ತೆ, ಅನಿ ತೆನಿ ಅಪ್ನಾಚ್ಯಾ ಟಕ್ಲ್ಯಾ ವರ್ತಿ ಸುಮಾರ್ ಮುಕುಟ್ ನೆಸಲ್ಲ್ಯಾನ್, ತ್ಯೆಚ್ಯಾ ವರ್ತಿ ಎಕ್ ನಾವ್ ಲಿವಲ್ಲೆ ಹೊತ್ತೆ ಖರೆ ತೆ ಕಾಯ್ ಮನುನ್ ತೆಕಾ ಎಕ್ಲ್ಯಾಕ್ ಸೊಡುನ್ ಅನಿ ಕೊನಾಕ್ಬಿ ಗೊತ್ತ್ ನಾ.