Revelation 19:14 — Compare Translations
7 translations compared side by side
Odia - 1840
"ସ୍ବର୍ଗର ସନୋବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସମାନେେ ମଧ୍ଯ ଶ୍ବତେଅଶ୍ବ ଉପରେ ବସିଥିଲେ। ସମାନେେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ଵେତବର୍ଣ୍ଣ ଅଶ୍ଵମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗର ସୈନ୍ୟବାହିନୀ, ପରିଷ୍କାର, ଶୁକ୍ଲ, ସୂକ୍ଷ୍ମ ପୋଷାକ ପିନ୍ଧି, ଶ୍ୱେତ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାଙ୍କୁ ଅନୁସରଣ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗର ସେନାବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସେମାନେ ମଧ୍ୟ ଶ୍ୱେତଅଶ୍ୱ ଉପରେ ବସିଥିଲେ। ସେମାନେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾಚ್ಯಾ ಸೈನಿಕಾಂಚೆ ತಾಂಡೆ ಪವಿತ್ರ್ ಫಾಂಡ್ರೆ ಲೈ ಕಿಮ್ತಿಚೆ ಕಪ್ಡೆ ನೆಸುನ್, ಫಾಂಡ್ರ್ಯಾ ಘೊಡ್ಕ್ಯಾಂಚ್ಯಾ ವೈನಾ ತ್ಯೆಚ್ಯಾ ಫಾಟ್ನಾ ಸವಾರಿ ಕರುನ್ ಯೆಯ್ತ್.