Revelation 19:16 — Compare Translations

7 translations compared side by side

Odia - 1840
"ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପୋଷାକ ଉପରେ ଓ ଉରୁଦେଶରେ ଲେଖା ହୋଇଥିଲା, “ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପୋଷାକ ଓ ଜଘଂଦେଶରେ ଏହା ଲେଖାଥିଲା: ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಝಗ್ಯಾ ವರ್ತಿ ಅನಿ ಜಾಂಗೆ ವರ್ತಿ “ರಾಜಾಂಚೊ ರಾಜಾ ಅನಿ ಧನಿಯಾಚೊ ಧನಿ”, ಮನುನ್ ನಾಂವ್ ಲಿವಲ್ಲೆ ಹೊತ್ತೆ.