Revelation 19:17 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ତାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ଵରରେ ଡାକି କହିଲେ, ଆସ, ଈଶ୍ଵରଙ୍କ ମହାଭୋଜରେ ଏକତ୍ର ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ସୂର୍ଯ୍ୟ ଉପରେ ଦଣ୍ଡାୟମାନ। ଆକାଶରେ ଉଡ଼ୁଥିବା ସମସ୍ତ ପକ୍ଷୀଙ୍କୁ ସେ ଚିକ୍ରାର କରି କହିଲେ, “ଆସ, ଈଶ୍ୱରଙ୍କ ମହାଭୋଜିରେ ଯୋଗ ଦେବା ପାଇଁ ଏକତ୍ରିତ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଠିଆ ହେବାର ଦେଖିଲି। ସେ ଆକାଶରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ୱରରେ କହିଲେ, “ଆସ, ପରମେଶ୍ୱରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಮಿಯಾ ದಿಸಾಚ್ಯಾ ವರ್ತಿ ಇಬೆ ಹೊತ್ತ್ಯಾ ಎಕ್ ದೆವ್ದುತಾಕ್ ಬಗಟ್ಲೊ. ತೆನಿ ಮಳ್ಬಾ ವರ್ತಿ ಹುಡ್ತಲ್ಯಾ ಸಗ್ಳ್ಯಾ ಫಾಂಕ್ರಾಕ್ನಿ ಮೊಟ್ಯಾ ಅವಾಜಾನ್, “ಯೆವಾ ಅನಿ ದೆವಾಚ್ಯಾ ಮೊಟ್ಯಾ ಲಗ್ನಾಚ್ಯಾ ಜೆವಾನಾಕ್ ಗೊಳಾ ಹೊವಾ!