Revelation 19:21 — Compare Translations

7 translations compared side by side

Odia - 1840
"ସମାନଙ୍କେର ସନୋବାହିନୀଗଣ ଅଶ୍ବାରୋହୀଙ୍କ ମୁଖରୁ ବାହାରିଥିବା ଖଡ୍ଗ ରେ ନିହଦ ହେଲେ। ସମସ୍ତ ପକ୍ଷୀଗଣ ସମାନଙ୍କେର ଏହି ଶରୀରଗୁଡ଼ିକୁ ପଟେ ପୁରିବା ପର୍ୟ୍ଯନ୍ତ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍‍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସେନାବାହିନୀଗଣ ଅଶ୍ୱାରୋହୀଙ୍କ ମୁଖରୁ ବାହାରିଥିବା ଖ‌‌ଡ଼୍‌ଗରେ ନିହତ ହେଲେ। ସମସ୍ତ ପକ୍ଷୀଗଣ ସେମାନଙ୍କର ଏହି ଶରୀରଗୁଡ଼ିକୁ ପେଟ ପୁରିବା ପର୍ଯ୍ୟନ୍ତ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ಸೈನಿಕಾಂಚ್ಯಾ ತಾಂಡ್ಯಾಕ್ನಿ ತ್ಯಾ ಘೊಡ್ಕ್ಯಾ ವರ್ತಿ ಸವಾರಿ ಕರ್ತಲ್ಯಾಚ್ಯಾ ತೊಂಡಾತ್ನಾ ಯೆಲ್ಲ್ಯಾ ಮೊಟ್ಯಾ ಚಾಕ್ವಾನಿ ಜಿವಾನಿ ಮಾರುನ್ ಹೊಲೆ; ಅನಿ ಸಗ್ಳ್ಯಾ ಫಾಂಕ್ರಾನಿ ತೆಂಚೆ ಮಾಸ್ ಪೊಟಾ ಭರು-ಭರುನ್ ಖಾಲ್ಯಾನಿ.