Revelation 19:3 — Compare Translations
7 translations compared side by side
Odia - 1840
"ସମାନେେ ପୁଣି କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଶୁଣିଲି, ସେମାନେ ଆହୁରି ଉଚ୍ଚ ସ୍ୱରରେ କହୁଛନ୍ତି, “ଈଶ୍ୱରଙ୍କ ସ୍ତୁତି ଗାନ କର। ସେହି ମହାନଗରୀକୁ ଧ୍ୱଂସ କରି ଦେଇଥିବା ଅଗ୍ନିର ଧୂମ ଚିରଦିନ ଉପରକୁ ଉଠୁଥିବ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପୁଣି କହିଲେ: “ହାଲ୍ଲିଲୂୟା! ସେ ବେଶ୍ୟା ଜଳି ଯାଉଛି। ତାହାର ଧୂଆଁ ସର୍ବଦା ଉପରକୁ ଉଠୁଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪರ್ತುನ್ ತೆನಿ, ಹಲ್ಲೆಲುಯಾ! “ತ್ಯಾ ಮೊಟ್ಯಾ ಶಾರಾಕ್ ಜಾಳ್ವುತಲ್ಯಾ ಆಗಿಚೊ ಡುಕೊಟ್ ಸದಾ ಸರ್ವತಾಕ್ ವೈರ್ ಜಾತಾ!” ಮನುನ್ ಬೊಬ್ ಮಾರ್ಲ್ಯಾನಿ.