Revelation 19:4 — Compare Translations

7 translations compared side by side

Odia - 1840
"ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହାସନୋପବିଷ୍ଟ ଈଶ୍ୱରଙ୍କ ସମ୍ମୁଖରେ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଓ ସେହି ଚାରୋଟି ପ୍ରାଣୀ ଭୂମିଷ୍ଠ ହୋଇ ଈଶ୍ୱରଙ୍କୁ ଆରାଧନା କଲେ। ସେମାନେ କହିଲେ, “ଆମେନ୍! ଈଶ୍ୱରଙ୍କ ପ୍ରଶଂସା କର।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଚବିଶ ଜଣ ପ୍ରାଚୀନ ଓ ଗ୍ଭରି ଜଣ ଜୀବିତ ପ୍ରାଣୀ ସିଂହାସନରେ ଉପବିଷ୍ଟ ପରମେଶ୍ୱରଙ୍କ ଆଗରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସେମାନେ କହିଲେ: “ଆମେନ୍! ହାଲ୍ଲିଲୂୟା!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾರ್-ಚಾರ್ ಜಾನ್ತ್ಯಾಲೊಕಾನಿ ಅನಿ ತ್ಯಾ ಚಾರ್ ಝಿತ್ತ್ಯಾ ಸಾವ್ಜಾನಿ ಡಬ್ ಪಡುನ್ ಸಿವಾಸನಾಚ್ಯಾ ವರ್ತಿ ಬಸಲ್ಲ್ಯಾ ದೆವಾಚೆ ಆರಾದನ್ ಕರ್ಲ್ಯಾನಿ. ಅನಿ, “ಆಮೆನ್! ದೆವಾಕ್ ಹೊಗ್ಳಾಪ್!” ಮಟ್ಲ್ಯಾನಿ.