Revelation 19:5 — Compare Translations
7 translations compared side by side
Odia - 1840
"ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ଵରଙ୍କ ଦାସ ସମସ୍ତେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକ ସମସ୍ତେ, ତାହାଙ୍କର ପ୍ରଶଂସା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସିଂହାସନରୁ ଗୋଟିଏ ବାଣୀ ଶୁଣାଗଲା। “ଈଶ୍ୱରଙ୍କ ସ୍ତୁତି କର। କି ମହାନ୍, କି ନଗଣ୍ୟ, ଈଶ୍ୱରଙ୍କ ସେବକ ଓ ଉପାସକଗଣ, ସମସ୍ତେ ତାଙ୍କର ପ୍ରଶଂସା କର।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସିଂହାସନ ମଧ୍ୟରୁ ଗୋଟିଏ ଉଚ୍ଚ ଧ୍ୱନି ଆସିଲା। ସେହି ଧ୍ୱନି କହିଲା: “ହେ ପରମେଶ୍ୱରଙ୍କର ସେବକମାନେ! ତୁମ୍ଭେମାନେ ସମସ୍ତେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର! ହେ କ୍ଷୁଦ୍ର ଓ ମହାନ୍ ଲୋକମାନେ! ତୁମ୍ଭେମାନେ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା କର ଓ ତାହାଙ୍କୁ ସମ୍ମାନ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸಿಂಹಾನಸಾಕ್ನಾ ಯೆಲ್ಲ್ಯಾ ಎಕ್ ಧನಾನ್, “ದೆವಾಚ್ಯಾ ಸಗ್ಳ್ಯಾ ಸೆವಕಾನೊ ಅನಿ ಸಗ್ಳ್ಯಾ ಲೊಕಾನು ಅನಿ ದೆವಾಕ್ ಭಿಂವ್ನ್ ಚಲ್ತಲ್ಯಾ ಮೊಟ್ಯಾನೊ ಅನಿ ಬಾರಿಕ್ಲ್ಯಾನೊ ಅಮ್ಚ್ಯಾ ದೆವಾಚಿ ಸುತ್ತಿ ಕರಾ!” ಮಟ್ಲ್ಯಾನ್.
Recommended Reading