Revelation 19:6 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ମୁଁ ଶୁଣିଲି, ସମୁଦ୍ର ଗର୍ଜନ ଓ ବଜ୍ରନାଦ ସହିତ ଜନତାର କଳଧ୍ୱନି ଭାସି ଆସୁଛି। ଜନତା ଆହୁରି ସ୍ତୁତି କରି କହୁଛନ୍ତି: “ଈଶ୍ୱରଙ୍କର ପ୍ରଶଂସା କର, କାରଣ ଆମ୍ଭର ପ୍ରଭୁ ମହାପରାକ୍ରାନ୍ତ ଈଶ୍ୱର, ସେହି କେବଳ ଆମର ରାଜା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଅନେକ ଲୋକମାନଙ୍କର ସ୍ୱର ଶୁଣିଲି। ଏହା ଜଳପ୍ରପାତର ଧ୍ୱନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସେମାନେ କହୁଥିଲେ: “ହାଲ୍ଲିଲୂୟା! ଆମ୍ଭମାନଙ୍କର ପ୍ରଭୁ ପରମେଶ୍ୱର ରାଜତ୍ୱ କରୁଛନ୍ତି। ସେ ସର୍ବଶକ୍ତିମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾಂಚ್ಯಾ ತಾಂಡ್ಯಾ ಸರ್ಕೊ ಪಾನಿಯಾಚ್ಯಾ ದಬ್ದಬ್ಯಾಚ್ಯಾ ಸರ್ಕೊ ಅವಾಜ್, ಮೊಟ್ಯಾ ಗುಡ್ಗುಡ್ಯಾಚ್ಯಾ ಸರ್ಕೊ ಆವಾಜ್ ಮಿಯಾ ಆಯಿಕ್ಲೊ. ತೆನಿ, “ದೆವಾಕ್ ಹೊಗ್ಳಾಪ್! ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ವೆಸ್ವರ್ ಅಮ್ಚೊ ಸಗ್ಳ್ಯಾನಿಕಿ ಮೊಟೊ ದೆವ್, ರಾಜಾ ತೊ!