Revelation 19:7 — Compare Translations
7 translations compared side by side
Odia - 1840
"ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସ, ଆନନ୍ଦ ଓ ଉଲ୍ଲାସ କରିବା, ତାଙ୍କ ମହନୀୟତାର ପ୍ରଶସ୍ତି କରିବା। ମେଷଶାବକଙ୍କ ବିବାହ ଉତ୍ସବ ଉପସ୍ଥିତ, ତାଙ୍କର କନ୍ୟା ସେଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆସ, ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ୱରଙ୍କୁ ଗୌରବ ଦେବା! ଯେହେତୁ ମେଷଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ୟା ନିଜକୁ ପ୍ରସ୍ତୁତ କରି ସାରିଛି; ତେଣୁ ଆମ୍ଭେମାନେ ତାହାଙ୍କୁ ଗୌରବ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಸಂತೊಸ್ ಹೊವಾ, ಅನಿ ಖುಶಿ ಹೊವಾ; ತ್ಯೆಚ್ಯಾ ಮೊಟ್ಯಾಪಾನಾಚ್ಯಾ ವಿಶಯಾತ್ ಹೊಗ್ಳುವಾ! ಕಶ್ಯಾಕ್ ಮಟ್ಲ್ಯಾರ್ ಬೊಕ್ಡಾಚ್ಯಾ ಲಗ್ನಾಚೊ ಎಳ್ ಯೆವ್ನ್ ಪಾವ್ಲೊ, ಅನಿ ನ್ಹವ್ರಿ ಅಪ್ನಾಕುಚ್ ಲಗ್ನಾಕ್ ತಯಾರ್ ಕರುನ್ ಘೆವ್ನ್ ಹಾಯ್.