Revelation 19:8 — Compare Translations

7 translations compared side by side

Odia - 1840
"କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ପରିଧାନ ନିମନ୍ତେ ସେ ଶୁକ୍ଲ ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପାଇଛନ୍ତି।” (ସାଧୁମାନଙ୍କର ପୁଣ୍ୟ କର୍ମ ହେଉଛି, ସେହି ସୂକ୍ଷ୍ମ ବସ୍ତ୍ର)।
Odia Bible ERV 2004 (ପବିତ୍ର ବାଇବଲ)
କନ୍ୟାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।” (ସୂକ୍ଷ୍ମ ବସ୍ତ୍ରର ଅର୍ଥ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ଉତ୍ତମ କାର୍ଯ୍ୟ, ଯାହାସବୁ ସେମାନେ କରିଥିଲେ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”
Odia IRV 2017 (ଓଡିଆ ବାଇବେଲ)
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಳ್ವುತಲೆ ಪವಿತ್ರ್ ಹೊತ್ತೆ ಕಿಮ್ತಿಚೆ ಕಪ್ಡೆ ತಿಕಾ ನೆಸುಕ್ ದಿಲ್ಲೆ ಹೊತ್ತೆ”, ತೆ ಕಿಮ್ತಿಚೆ ಕಪ್ಡೆ ಮಟ್ಲ್ಯಾರ್ ದೆವಾಚ್ಯಾ ಲೊಕಾನಿ ಕರಲ್ಲಿ ಬರಿ ಕಾಮಾ.