Revelation 19:9 — Compare Translations

7 translations compared side by side

Odia - 1840
"ତା'ପରେ ଦୂତ ମାେତେ କହିଲେ, ଏହା ଲେଖ: ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ଵରଙ୍କ ସତ୍ୟ ବାକ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦୂତ ମୋତେ କହିଲେ, “ଏହା ଲେଖ: ମେଷଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ୟକ୍ତିମାନେ ଧନ୍ୟ!” ସେ ଦୂତ ପୁଣି କହିଲେ, “ପରମେଶ୍ୱରଙ୍କର ବାକ୍ୟ ସତ୍ୟ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ದುತಾನ್ ಮಾಕಾ, “ಹೆ ಲಿವ್; ಜೆ ಕೊನಾಕ್ ಬೊಕ್ಡಾಚ್ಯಾ ಲಗ್ನಾಚ್ಯಾ ಸನಾಕ್ ಬಲ್ವನ್ ಗಾವ್ಲಾ, ತೆನಿ ಕವ್ಡೆ ಸುಖಿ. ದೆವಾಚ್ಯಾ ದುತಾನ್ ಹೆಬಿ ಮಿಳ್ವುಲ್ಯಾನ್ ಅನಿ, ಹ್ಯಾ ದೆವಾಚ್ಯಾ ಗೊಸ್ಟಿಯಾ ಖರ್‍ಯಾ”, ಮಟ್ಲ್ಯಾನ್.