Revelation 2:1 — Compare Translations
7 translations compared side by side
Odia - 1840
"ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
“ଏଫିସସ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯାହାଙ୍କର ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଓ ଯେ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ବିଚରଣ କରନ୍ତି, ତାଙ୍କର ଏହି ବାର୍ତ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଏଫିସ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಫೆಜಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್ದುತಾಕ್ ಲಿವ್.” ಸಾತ್ ಚಿಕ್ಕಿಯಾ ಅಪ್ನಾಚ್ಯಾ ಉಜ್ವ್ಯಾ ಹಾತಾತ್ ಧರುನ್ ಸಾತ್ ದಿವ್ಯಾಂಚ್ಯಾ ಮದ್ದಿ ಚಲ್ತಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ.