Revelation 2:12 — Compare Translations

7 translations compared side by side

Odia - 1840
"ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
“ପର୍ଗାମମ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯାହାଙ୍କ ନିକଟରେ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ତାଙ୍କର ଏହି ବାର୍ତ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ: “ଯାହାଙ୍କର ତୀ‌କ୍ଷ୍‌ଣ ଦ୍ୱିଧାରଯୁକ୍ତ ଖ‌‌ଡ଼୍‌ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ସେ ଏହା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆರ್‍ಗಾಮಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್‍ದುತಾಕ್ ಲಿವ್. ದೊನಿಬಿ ಬಾಜುನ್ ಧಾರ್ ಹೊತ್ತೊ ಕೊಯ್ತೊ ಅಸಲ್ಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ.

Recommended Reading