Revelation 2:13 — Compare Translations
7 translations compared side by side
Odia - 1840
"ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠା ରେ ରହିଛି, ସହେି ନଗର ରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମାେ ପ୍ରତି ନିଷ୍ଠାବାନ ହାଇେଅଛ ଏପରିକି, ଶୟତାନ ବାସ କରୁଥିବା ସହେି ନଗର ରେ ମାରେ ବିଶ୍ବସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ଯା କରାୟିବା ସମୟରେ ମଧ୍ଯ ତୁମ୍ଭେ ମାେ'ଠା ରେ ବିଶ୍ବାସ କରୁଅଛ ବୋଲି ଅସ୍ବୀକାର କରି ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ’ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Odia IRV 2017 (ଓଡିଆ ବାଇବେଲ)
ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಖೈ ತುಮ್ಚೆ ಜಿವನ್ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ಥೈ ಸೈತಾನಾಚೆ ಸಿವಾಸನ್ ಹಾಯ್. ತಿಯಾ ಕನ್ನಾಬಿ ಮಾಕಾ ವಿಶ್ವಾಸಾನ್ ರ್ಹಾಲೆಯ್. ತ್ಯಾ ಸೈತಾನ್ ರ್ಹಾತಲ್ಯಾ ಜಾಗ್ಯಾರ್ ಅಂತಿಪಸ್ ಮನ್ತಲ್ಯಾಕ್ ಮಾಜಿ ಎಕ್ ಸಾಕ್ಷಿ ಹೊವ್ನ್ ಜಿವಾನಿ ಮಾರ್ಲ್ಯಾನಿ ಜಾಲ್ಯಾರ್ಬಿ ತುಮಿ ತ್ಯಾ ಎಳಾರ್ ತುಮ್ಚೊ ಮೊಟೊ ವಿಶ್ವಾಸ್ ಮಾಜೆ ವೈನಾ ಕಳ್ದುನ್ ಘೆವ್ಕನ್ಯಾಶಿ.