Revelation 2:14 — Compare Translations
7 translations compared side by side
Odia - 1840
"ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ ବିରୁଦ୍ଧରେ ମୋର କେତେକ ବିଷୟ କହିବାର ଅଛି। ସେଠାରେ ତୁମ ସଙ୍ଗରେ ଥିବା କେତେକେ, ବାଲାମର ଶିକ୍ଷାରେ ପରିଚାଳିତ ହେଉଛନ୍ତି। ବାଲାମ ଦେବପ୍ରସାଦ ଭୋଜନ ଓ ଲମ୍ପଟାଚରଣ କରିବା ପାଇଁ ଇଶ୍ରାଏଲୀୟମାନଙ୍କୁ ପ୍ରବର୍ତ୍ତାଇବା ନିମନ୍ତେ ବାଲାକକୁ ଶିକ୍ଷା ଦେଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಉಲ್ಲೆ ವಿಶಯ್ ತುಮ್ಚ್ಯಾ ಬದಲ್ ಚುಕ್ ಹಾತ್ ತ್ಯಾ ಮಿಯಾ ತುಮ್ಕಾ ಸಾಂಗುಕ್ ಪಾಜೆ. ತುಮ್ಚ್ಯಾತ್ಲಿ ಉಲ್ಲಿ ಲೊಕಾ ಬಿಳಾಮಾಚೆ ಶಿಕಾಪ್ ಪಾಳುಲ್ಯಾತ್, ಬಾಲಾಮಾನ್ ಬಾಲಾಕಾಕ್ ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ಮುರ್ತಿಯಾಕ್ನಿ ಭೆಟ್ವಲ್ಲೆ ಖಾಯ್ಸರ್ಕೆ ಕರ್ಲ್ಯಾನ್. ಅನಿ ಆಂಗಾಚೊ ಸಮಂದ್ ಕರ್ತಲ್ಯಾ ಬುರ್ಶ್ಯಾ ಚಾಲಿತ್ ಪಾಡ್ವುನ್ ಪಾಪಾಚ್ಯಾ ವಾಟೆನಿ ಚಾಲ್ವುನ್ ನ್ಹೆತಲೆ ಶಿಕ್ವುಲ್ಯಾನ್.