Revelation 2:18 — Compare Translations

7 translations compared side by side

Odia - 1840
"ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ: ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
“ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।
Odia Bible ERV 2004 (ପବିତ୍ର ବାଇବଲ)
ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈಟಿರಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್‍ದುತಾಕ್ ಲಿವ್. ದೆವಾಚ್ಯಾ ಲೆಕಾಕ್ನಾ ಅನಿ ಪೆಟ್ತಲ್ಯಾ ಆಗಿ ಸರ್ಕೆ ಡೊಳೆ ಅನಿ ಪವಿತ್ರ್ ಕರಲ್ಲ್ಯಾ ಪಿತ್ಳಿ ತಾಂಬ್ಯಾಚ್ಯಾ ಸಾರ್ಕೆ ಹೊಳ್ವಳ್ತಲೆ ಪಾಂಯೆ ಅಸಲ್ಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ.