Revelation 2:21 — Compare Translations
7 translations compared side by side
Odia - 1840
"ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପପଥରୁ ଦୂ ରଇେ ୟିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାପରୁ ଫେରି ଆସିବା ନିମନ୍ତେ ମୁଁ ତାଙ୍କୁ ସମୟ ଦେଇଛି, କିନ୍ତୁ ସେ ନିଜର ଦୁଷ୍କର୍ମ ପରିତ୍ୟାଗ କରିବାକୁ ଚାହୁଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತಿಕಾ ತಿಚ್ಯಾ ಪಾಪಾನಿತ್ನಾ ಭಾಯ್ರ್ ಯೆವ್ಕ್ ಎಳ್ ದಿಲ್ಲೊ ಹಾಯ್, ಖರೆ ತಿಕಾ ತ್ಯಾ ಅನೈತಿಕ್ ಸಮಂದಾತ್ನಾ ಭಾಯ್ರ್ ಯೆವ್ಕ್ ಮನ್ ನಾ.