Revelation 2:22 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ତାକୁ ୟନ୍ତ୍ରଣାପୂର୍ଣ୍ଣ ଶୟ୍ଯା ରେ ପକାଇ ଦବେି। ତା'ସହିତ ଯେଉଁମାନେ ବ୍ଯଭିଚାର ପାପକର୍ମ କରିବେ, ସମାନେେ ମଧ୍ଯ କଷ୍ଟ ଭୋଗିବେ। ସମାନେେ ଯଦି ତା'ର ମନ୍ଦକାର୍ୟ୍ଯରୁ ନିଜକୁ ଫରୋଇ ନ ଆଣିବେ, ତବେେ ମୁଁ ସମାନଙ୍କେୁ ଦଣ୍ଡ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଳେଶରେ ପକାଇବୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ ତାକୁ ଏବଂ ତା’ ସହିତ ବ୍ୟଭିଚାରରେ ଲିପ୍ତ ସମସ୍ତଙ୍କୁ ରୋଗ ଶଯ୍ୟାରେ ପକାଇବି ଏବଂ ସେମାନେ ଭୟଙ୍କର ଯନ୍ତ୍ରଣା ଭୋଗ କରିବେ। ଯଦି ସେମାନେ ତାହା ସହିତ କରିଥିବା ଦୁଷ୍କୃତି ନିମନ୍ତେ ଅନୁତାପ ନ କରନ୍ତି, ତେବେ ମୁଁ ଏହା ନିଶ୍ଚୟ କରିବି।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା’ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା’ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ-ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବା,
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಿಯಾ ತಿಕಾ ಸಿಕ್ ಹೊವ್ನ್ ಹಾತ್ರಾನಾತ್ ಪಡಿಸರ್ಕೆ ಕರ್ತಾ. ಥೈ ತಿ ಅನಿ ತಿಚ್ಯಾ ವಾಂಗ್ಡಾ ವೆಭಿಚಾರ್ ಕರ್‍ತಲ್ಲ್ಯಾಕ್ನಿ ಮೊಟೊ ಸಂಕಟ್ ಹೊತ್ತಾ.ತೆಚೊ ಮನ್ ಬದ್ಲುಕ್ ನಸಲ್ಲ್ಯಾರ್ ಮಿಯಾ ಹೆ ಅತ್ತಾಚ್ ಕರ್ತಾ. ಸಮಂದ್ ಥವ್ನ್ ಘೆಟಲ್ಲೆ ತರಾಸ್ ಕರುನ್ ಘೆತ್ಯಾತ್.