Revelation 2:23 — Compare Translations
7 translations compared side by side
Odia - 1840
"ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତା’ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತಿಚ್ಯಾ ವಾಂಗ್ಡಿಯಾಕ್ನಿ ಮಾರುನ್ ಟಾಕ್ತಾ ತನ್ನಾ ಸಗ್ಳ್ಯಾ ಲೊಕಾಕ್ನಿ ತಾಂಡ್ಯಾಕ್ನಿ ಕಳುನ್ ಯೆತಾ ಮಿಯಾ ತೆಂಚಿ ಮನಾ ಕಳ್ವುನ್ ಘೆತಾ ಅನಿ. ಮಿಯಾ ತುಮ್ಚ್ಯಾ ಕಾಮಾಂಚ್ಯಾ ಪರ್ಕಾರ್ ಮಜುರಿ ದಿತಾ.