Revelation 2:24 — Compare Translations

7 translations compared side by side

Odia - 1840
"କିନ୍ତୁ ଥୁଯାତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରିନାହାଁନ୍ତି ଓ ସମାନଙ୍କେର କହିବା ଶୟତାନର ନିଗୂଢ଼ତତ୍ତ୍ବ ଗ୍ରହଣ କରି ନାହାଁନ୍ତି, ମୁଁ ସମାନଙ୍କେୁ ଏହା କହୁଛୁ: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ଥିଆଟିରାରେ ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ଏହି କୁଶିକ୍ଷା ଗ୍ରହଣ କରି ନାହଁ ଓ ତଥାକଥିତ ‘ଶୟତାନର ନିଗୂଢ଼ ରହସ୍ୟମାନ ଶିକ୍ଷା କରି ନାହଁ, ମୁଁ ସେମାନଙ୍କ ଉପରେ ଆଉ କୌଣସି ଭାର ଲଦି ଦେବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା’ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍‍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಥೈಟಿರಾತ್ಲ್ಯಾ ಲೊಕಾಕ್ನಿ ಮಿಯಾ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್ ತುಮಿ ತಿಚಿ ಶಿಕ್ಪಾ ಸಾರ್ಕೆ ಚಲುಕ್ನಾಸಿ ಸೈತಾನಾಚ್ಯಾ ಖೊಲ್ ಹೊತ್ತಿ ಗುಟ್ ಅನಿ ತೆನಿ ಸಾಂಗಲ್ಲಿ ಸಂಗ್ತಿಯಾ ತುಮಿ ಆಯ್ಕಿನ್ಯಾಸಿ, ತಸೆ ಹೊವ್ನ್ ಅನಿಎಕ್ ವಜ್ಜೆ ಮಿಯಾ ತುಮ್ಚ್ಯಾ ವೈರ್ ಘಾಲಿನಾ.