Revelation 2:25 — Compare Translations

7 translations compared side by side

Odia - 1840
"ମୁଁ ଆସିବା ପର୍ୟ୍ଯନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ ରୂପେ ଧରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ମୁଁ ନ ଆସିବା ପର୍ଯ୍ୟନ୍ତ ତୁମର ଯାହା ରହିଛି, ତାହା ଦୃଢ଼ଭାବେ ଧରି ରଖ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ।
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಯೆಯ್ ಪತರ್ ತುಮಿ ಅತ್ತಾ ಕಸೆ ಹಾಸಿ ತಸೆಚ್ ಘಟ್ ಮನಾನಿ ಚಲುನ್ಗೆತ್ ರ್‍ಹಾವಾ.