Revelation 2:26 — Compare Translations
7 translations compared side by side
Odia - 1840
"ଯେ ବିଜଯୀ ହୁଏ ଓ ଶଷେପର୍ୟ୍ଯନ୍ତ ମାେ ଇଚ୍ଛା ଅନୁଯାଯୀ କାର୍ୟ୍ଯ ରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି।
Odia Bible ERV 2004 (ପବିତ୍ର ବାଇବଲ)
“ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Odia IRV 2017 (ଓଡିଆ ବାଇବେଲ)
ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಜಯ್ ಹೊವ್ನ್ ರ್ಹಾತಾ. ಮಾಜಿ ಬರಿ ಕಾಮಾ ಧರುನ್ ಘೆವ್ನ್ ಆಕ್ರಿ ಪತರ್ ತಿ ಕರಿತ್ ರ್ಹಾತಾ, ತೆಕಾ ಮಿಯಾ ದೆಶಾಂಚ್ಯಾ ವರ್ತಿ ಅಧಿಕಾರ್ ದಿತಾ.