Revelation 2:27 — Compare Translations

7 translations compared side by side

Odia - 1840
" ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବ। ସେ ସମାନଙ୍କେୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦବେ। ଗୀତସଂହିତା 2:9"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ବିଭିନ୍ନ ଜାତିକୁ ଲୌହ ଦଣ୍ଡରେ ଶାସନ କରିବାକୁ ଏବଂ ମାଟି ପାତ୍ର ପରି ଖଣ୍ଡ ବିଖଣ୍ଡ କରିବାକୁ ମୁଁ ସେମାନଙ୍କୁ କ୍ଷମତା ଦେବି।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಎಕ್ ಲೊಂಗ್ಟಾಚ್ಯಾ ಸೊಳ್ಳಿನ್ ತೆಂಚೆ ವರ್ತಿ ಅಧಿಕಾರ್ ಚಾಲ್ವುತಾ. ಎಕ್ ಮಾಟಿನ್ ಕರಲ್ಲ್ಯಾ ಗಾಡ್ಗ್ಯಾ ಸರ್ಕೆ ತೊ ತುಕ್ಡೆತುಕ್ಡೆ ಕರ್ತಾ,