Revelation 2:29 — Compare Translations
7 translations compared side by side
Odia - 1840
"ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣିବାକୁ ଶକ୍ତି ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ!
Odia Bible ERV 2004 (ପବିତ୍ର ବାଇବଲ)
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
Odia IRV 2017 (ଓଡିଆ ବାଇବେଲ)
ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಬಾಬಾಕ್ನಾ ಅಧಿಕಾರ್ ಘೆಟಲ್ಲ್ಯಾ ಸರ್ಕೆಚ್ ತೊಬಿ ಅಧಿಕಾರ್ ಘೆತಾ. “ತುಕಾ ಕಾನಾ ರ್ಹಾಲ್ಯಾರ್ ಪವಿತ್ರ್ ಆತ್ಮೊ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಕಾಯ್ ಸಾಂಗುಕ್ ಲಾಗ್ಲಾ ಮನ್ತಲೆ ಆಯ್ಕ್!”.