Revelation 2:5 — Compare Translations

7 translations compared side by side

Odia - 1840
"ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ ନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର କେଡ଼େ ଅଧୋଗତି ହୋଇଛି, ଚିନ୍ତା କର। ପାପରୁ ଫେରି ପୂର୍ବ ପରି ସତ୍କର୍ମ କର। ଯଦି ପାପରୁ ଫେରି ନ ଆସ, ତେବେ ମୁଁ ତୁମର ପ୍ରଦୀପକୁ ସ୍ଥାନାନ୍ତରିତ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା’ର ସ୍ଥାନରୁ ଅଲଗା କରିଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಕವ್ಡ್ಯಾ ಫಾಟಿ ಪಡ್ಲೆ ಮನುನ್ ತಿಯಾಚ್ ಯವ್ಜುನ್ ಬಗ್! ತಿಯಾ ಪಾಪ್ ಕರ್ತಲೆ ಸೊಡುನ್ ಸೊಡ್ ಅನಿ ತಿಯಾ ಪಯ್ಲೆ ಕಸೆ ಕರಲ್ಲೆ ತಸೆಚ್ ಕರ್. ತಿಯಾ ಪಾಪ್ ಕರ್ತಲೆ ಸೊಡಿನಸ್ಲ್ಯಾರ್ ಮಿಯಾ ತುಜೆಕ್ಡೆ ಯೆತಾ ಅನಿ ತುಜೊ ದಿವ್ಯಾಚೊ ಖಾಂಬೊ ತ್ಯೆಚ್ಯಾ ಜಾಗ್ಯಾ ವೈನಾ ಕಾಡುನ್ ಘೆವ್ನ್ ಜಾತಾ.