Revelation 2:7 — Compare Translations
7 translations compared side by side
Odia - 1840
"ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।
Odia Bible ERV 2004 (ପବିତ୍ର ବାଇବଲ)
“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”
Odia IRV 2017 (ଓଡିଆ ବାଇବେଲ)
ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ಕಾನಾ ರ್ಹಾಲ್ಯಾರ್ ಪವಿತ್ರ್ ಆತ್ಮೊ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಕಾಯ್ ಸಾಂಗುಕ್ ಲಾಗ್ಲಾ ಮನ್ತಲೆ ಆಯ್ಕ್! ಜೊ ಕೊನ್ ಮೊಟ್ಯಾ ಮಾಪಾನ್ ಜಿಕ್ತಾ ತೆಕಾ ಮಿಯಾ ದೆವಾಚ್ಯಾ ಮಳ್ಯಾತ್ಲ್ಯಾ ಜಿವ್ ದಿತಲ್ಯಾ ಝಾಡಾಚೆ ಹನ್ನ್ ಖಾತಲೊ ಹಕ್ಕ್ ದಿತಾ.