Revelation 2:8 — Compare Translations

7 translations compared side by side

Odia - 1840
"ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ସୁର୍ଣ୍ଣାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯେ ଆଦି ଓ ଅନ୍ତ ଏବଂ ଯେ ମୃତ୍ୟୁ ବରଣ କରି ପୁଣି ଜୀବିତ ହେଲେ, ତାହାଙ୍କ ନିକଟରୁ ଏହି ବାର୍ତ୍ତା:
Odia Bible ERV 2004 (ପବିତ୍ର ବାଇବଲ)
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ಮಿರ್‍ನಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್‍ದುತಾಕ್ ಲಿವ್. ಜೊ ಆರಂಬ್ ಅನಿ ಅಂತ್ ಅನಿ ಮರುನ್ ಅನಿ ಪರ್‍ತುನ್ ಝಿತ್ತೊ ಹೊವ್ನ್ ಉಟಲ್ಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ.

Recommended Reading