Revelation 2:9 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରୀବ। କିନ୍ତୁ ପ୍ରକୃତ ରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧ ରେ ଅପବାଦ ମୁଁ ଶୁଣିଛି। ସହେି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସମାନେେ ପ୍ରକୃତ ଯିହୂଦୀ ନୁହଁନ୍ତି। ସମାନେେ ଶୟତାନର ଦଳର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜೊ ತರಾಸ್ ಮಾಕಾ ಗೊತ್ತ್ ಹಾಯ್.ತಿಯಾ ಗರಿಬ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ಖರೆ ಮಟ್ಲ್ಯಾರ್ ತಿಯಾ ಸಾವ್ಕಾರ್! ಜುದೆವ್ ನ್ಹಯ್ ಹೊಲ್ಯಾರ್ಬಿ ಅಪ್ನಿ ಜುದೆವ್ ಮನುನ್ ಸಾಂಗ್ತಲ್ಯಾ ಲೊಕಾನಿ ತುಜ್ಯಾ ವಿರೊದ್ ಬೊಲಲ್ಲ್ಯಾ ಬುರ್ಶ್ಯಾ ವಿಶಯಾಂಚ್ಯಾ ವಿಶಯಾತ್ ಮಾಕಾ ಗೊತ್ತ್ ಹಾಯ್. ತೆನಿ ಸೈತಾನಾಕ್ ಸಮಂದ್ ಪಡಲ್ಲೊ ಎಕ್ ತಾಂಡೊ!