Revelation 20:1 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ସ୍ବର୍ଗରୁ ଜଣେ ସ୍ବର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖ ରେ ପାତାଳର ଅତଳ ଗହ୍ବରର ଗ୍ଭବି ଥିଲା। ତାହାଙ୍କ ହାତ ରେ ଗୋଟିଏ ବଡ଼ ଶିକୁଳି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସୁଥିବା ଦେଖିଲି। ତାଙ୍କ ହାତରେ ପାତାଳପୁରୀର ଚାବି ଓ ଏକ ଓଜନିଆ ଜଞ୍ଜିର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏକ ହଜାର ବର୍ଷ ତା’ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಸರ್‍ಗಾ ವೈನಾ ಎಕ್ ದೆವ್‍ದುತಾ ಖಾಲ್ತಿ ಯೆತಲೊ ಮಾಕಾ ದಿಸ್ಲೊ, ತೆನಿ ಅಪ್ನಾಚ್ಯಾ ಹಾತಾತ್ ಪಾತಾಳಾಚಿ ಚಾವಿ ಅನಿ ಎಕ್ ಘಟ್ಮುಟ್ಲಿ ಸರ್ಪೊಳಿ ಧರಲ್ಲ್ಯಾನ್.