Revelation 20:10 — Compare Translations

7 translations compared side by side

Odia - 1840
"ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆಂಕಾ ಪಸ್ವಲ್ಲ್ಯಾ ಗಿರೊ ತ್ಯಾ ಭಯಾನಕ್ ಸಾಪ್ ಅನಿ ಝುಟ್ಯಾ ಪ್ರವಾದ್ಯಾಕ್ ಅದ್ದಿಚ್ ಟಾಕಲ್ಲ್ಯಾ ಗಂದಕಾಚ್ಯಾ ಆಗಿಚ್ಯಾ ಸಮುಂದರಾತ್ ಟಾಕುನ್ ಹೊತಾ; ಅನಿ ಥೈ ತೆನಿ ಸದಾ ಸರ್ವತಾಕ್ ದಿಸ್ ಅನಿ ರಾತ್ ವಳ್ಮಳುನ್ಗೆತ್ ರ್‍ಹಾತ್ಯಾತ್.