Revelation 20:11 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନନ୍ତର ମୁଁ ଦେଖିଲି, ଶ୍ୱେତବର୍ଣ୍ଣର ଗୋଟିଏ ବୃହତ୍ ସିଂହାସନ ଓ ତାହା ଉପରେ ଜଣେ ଉପବିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଲୋକଙ୍କର ବିଗ୍ଭର ତା’ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ ಮೊಟೆ ಫಾಂಡ್ರೆ ಸಿವಾಸನ್ ಅನಿ ತ್ಯೆಚ್ಯಾ ವರ್ತಿ ಬಸಲ್ಲ್ಯಾಕ್ ಮಿಯಾ ಬಗಟ್ಲೊ. ಜಿಮಿನ್ ಅನಿ ಸರ್ಗ್ ತ್ಯೆಚ್ಯಾ ಇದ್ರಾಕ್ನಾ ಹುಡುನ್ ಗೆಲೆ ಅನಿ ನಾ ಪತ್ತೊ ಹೊಲೆ.