Revelation 20:12 — Compare Translations
7 translations compared side by side
Odia - 1840
"ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮರಲ್ಲಿ ಲೊಕಾ ಮೊಟಿ ಅನಿ ಬಾರಿಕ್ಲಿ ಸಗ್ಳಿ ಲೊಕಾ ಸಿವಾಸನಾಚ್ಯಾ ಇದ್ರಾಕ್ ಇಬೆ ಹೊತ್ತಿ ಮಿಯಾ ಬಗಟ್ಲೊ. ತನ್ನಾ ಪುಸ್ತಕಾ ಉಗ್ಡುನ್ ಹೊಲಿ, ಮಾನಾ ಅನಿಎಕ್ ಪುಸ್ತಕ್ ಉಗ್ಡುನ್ ಹೊಲೆ ಝಿತ್ತ್ಯಾಂಚೆ ಪುಸ್ತಕ್ ತೆ. ಮರಲ್ಲ್ಯಾ ಲೊಕಾಕ್ನಿ ತೆನಿ ಕರಲ್ಲ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಲಿವಲ್ಲ್ಯಾ ಪರ್ಕಾರ್ ಝಡ್ತಿ ಹೊಲಿ.