Revelation 20:13 — Compare Translations

7 translations compared side by side

Odia - 1840
"ସମୁଦ୍ର ଭିତ ରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସମାନଙ୍କେୁ ଦଇେ ଦଲୋ। ମୃତ୍ଯୁ ଓ ପାତାଳ ନିଜ ପାଖ ରେ ଥିବା ମୃତ ଲୋକମାନଙ୍କୁ ଦଇେ ଦଲୋ, ପ୍ରେତ୍ୟକକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଚାର କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ସମୁଦ୍ର ଗର୍ଭରେ ମୃତ ହୋଇଥିବା ବ୍ୟକ୍ତିମାନେ ଉଠି ଆସିଲେ। ମୃତ୍ୟୁପୁରୀରେ ଥିବା ମୃତ ବ୍ୟକ୍ତିମାନେ ମଧ୍ୟ ବାହାରି ଆସିଲେ। ସେମାନେ ସମସ୍ତେ ନିଜ ନିଜର କ୍ରିୟାକର୍ମ ଅନୁଯାୟୀ ବିଚାରିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା’ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಮುಂದರಾನ್ ಅಪ್ನಾಚ್ಯಾ ಭುತ್ತುರ್ ಮರಲ್ಲ್ಯಾ ಲೊಕಾಕ್ನಿ ಒಪ್ಸುನ್ ದಿಲ್ಯಾನ್, ಮರ್‍ನಾನ್ ಅನಿ ಮರ್‍ನಾಚ್ಯಾ ಜಗಾನ್‍ಬಿ ಅಪ್ನಿ ಥವ್ನ್ ಘೆಟಲ್ಲ್ಯಾ ಮರಲ್ಲ್ಯಾ ಲೊಕಾಕ್ನಿ ಒಪ್ಸುನ್ ದಿಲ್ಯಾನಿ, ಅನಿ ತೆಂಚಿ ತೆಂಚ್ಯಾ-ತೆಂಚ್ಯಾ ಕಾಮಾಂಚ್ಯಾ ಪರ್ಕಾರ್ ಝಡ್ತಿ ಕರುನ್ ಹೊಲಿ.